ନୂଆପଡ଼ା ଜିଲ୍ଲାପାଳ ଏବଂ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଖଡିଆଳ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ

ନୂଆପଡା ତା:୨୧.୦୭. (ଜିଲ୍ଲା ଖବର )ନୂଆପଡ଼ା ଜିଲ୍ଲାପାଳ ଏବଂ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଖଡିଆଳ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଜିଲାପାଳ ମଧୁସୂଦନ ଦାଶ ଯୋଗ ଦେଇ ବିଭିନ୍ନ ଅଭିଯୋଗ ଗ୍ରହଣ କରି ସମାଧାନ ପାଇଁ ଜିଲ୍ଲାସ୍ତରୀୟ ଅଧିକାରୀଙ୍କୁ

ସମାଧାନ ପାଇଁ ନିର୍ଦ୍ଧେଶ ଦେଇଛନ୍ତି। ଆଜି ୪୮ ଗୋଟି ବ୍ୟକ୍ତି ଗତ ଏବଂ ୧୦ ଗୋଟି ଗୋଷ୍ଠୀ ଗତ ଅଭିଯୋଗ ଗ୍ରହଣ ହୋଇଅଛି। ଜିଲ୍ଲା ପୋଲିସ ଏସପି ଜିଆର ରାଘବେନ୍ଦ୍ର ରେଡ୍ଡୀ, ଖଡିଆଳ ବନଖଣ୍ଡ ଅଧିକାରୀ ଅଜିଜ ଖାନ, ଖଡିଆଳ ବ୍ଲକ ଅଧ୍ୟକ୍ଷା ପୁଷ୍ପାଞ୍ଜଳୀ ନନ୍ଦ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।

Leave a Reply

Your email address will not be published. Required fields are marked *

error: Content is protected !!